BREAKING
Loading...
:

ନର୍ସିଂହୋମ ବିରୋଧରେ ତଦନ୍ତ ନିର୍ଦ୍ଦେଶ*

 *ନର୍ସିଂହୋମ ବିରୋଧରେ ତଦନ୍ତ ନିର୍ଦ୍ଦେଶ*


*-ଟିଟିଲାଗଡ଼ର ଏକ ଘରୋଇ ନର୍ସିଂହୋମ ବିରୋଧରେ ତଦନ୍ତ ନିର୍ଦ୍ଦେଶ*

*-CDMOଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ*

*-ଭୁଲ୍‌ ଚିକିତ୍ସାରୁ ରୋଗୀ ମୃତ୍ୟୁ ଅଭିଯୋଗରେ ଉତ୍ତେଜନା ଦେଖା ଦେଇଥିଲା*

*-ରଫାଦଫା ପାଇଁ କର୍ତ୍ତୃପକ୍ଷ ୫ ଲକ୍ଷ ଟଙ୍କା ଯାଚିଥିବା ଅଭିଯୋଗ!.


ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS