*ମଣ୍ଡପରୁ_ଅଳଙ୍କାର_ଲୁଟ୍.*
*- ଯାଜପୁର: ମଣ୍ଡପରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍.*
*- କୋରେଇ ଥାନା ବରୁଣ୍ଡେଇବଙ୍ଗାଳୀ ସାହିରେ ପୂଜା ମଣ୍ଡପରୁ ଲୁଟ୍.*
*- ମାଆ ଦୁର୍ଗାଙ୍କ ମୂର୍ତ୍ତି ସହ ପାର୍ଶ୍ୱ ଦେବାଦେବୀଙ୍କ ଠାରୁ ଅଳଙ୍କାର ଲୁଟ୍.*
*- ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍ ଅଭିଯୋଗ, ଥାନାରେ ଏତଲା*
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment