BREAKING
Loading...
:

*🎡ରାଡାର ଇମେଜରେ ବାତ୍ୟା*

 *🎡ରାଡାର ଇମେଜରେ ବାତ୍ୟା*

*📍ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା*

*📍ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ*

*📍ବାତ୍ୟା ନେଇ IMD ପକ୍ଷରୁ ଜାରି ହୋଇନି ବୁଲେଟିନ୍‌*

*📍କାଲି ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ*

*📍ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ*

*📍ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୩ କିମି ବେଗରେ ଗତି କରୁଛି*

*📍୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ*

*📍ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ*

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS