ବନ୍ଧା ହେଲେ ପଞ୍ଚାୟତିରାଜ ବାବୁ
*-ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବ୍ୟକ୍ତିଗତ ସଚିବ ଗିରଫ*
*-ବ୍ୟକ୍ତିଗତ ସଚିବ ରମେଶ ଜେନାଙ୍କୁ ଗିରଫ କଲା ଭିଜିଲାନ୍ସ*
*-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରମେଶ ଜେନା ଗିରଫ*
*-କାଲି ୮ଟି ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ*
*-ରମେଶଙ୍କ ଆୟ ଠାରୁ ୧୨୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ*
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق