BREAKING
Loading...
:

ଦେହରେ କିରାସିନି ଢାଳି ଯୁବତୀ ମୃତ

ଦେହରେ କିରାସିନି ଢାଳି ଯୁବତୀ ମୃତ 

 ଭୁବନେଶ୍ଵର (ମଣିଭଦ୍ରା ଖବର) ସୋମବାର ଦିନ କୁକୁଡାଖଣ୍ଡି ବ୍ଲକ ସମ୍ମୁଖରେ ରାଣୀ ପ୍ରଧାନ(୨୧)ନାମକ ଜଣେ ଯୁବତୀ ଶରୀରରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି । ସ୍ଥାନୀୟ ଲୋକେ ଜଳୁଥିବା ଯୁବତୀଙ୍କୁ ଉଦ୍ଧାର ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିବା ଜଣାପଡ଼ିଛି । ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି ।*ଆଜି ସକାଳେ ଏହି ଝିଅ ର ବଡ଼ ମେଡ଼ିକାଲ ରେ ମୃତ୍ୟୁ ହୋଇଥିବା ଜଣାପଡିଛି । 


ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS