Home *ହରିଆଣା ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା* Debi Prasad Dash October 16, 2024 0 *ହରିଆଣା ଯିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା**ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ହରିଆଣା ଗସ୍ତରେ ଯିବେ। ହରିଆଣାର ନୂଆ ସରକାର ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ଆସନ୍ତାକାଲି ଚଣ୍ଡିଗଡ ଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ!.*ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment