BREAKING
Loading...
:

ବାତ୍ୟା ପ୍ରଭାବରେ କାଲି ୭ ଜିଲ୍ଲାରେ ପ୍ରବଳ ବର୍ଷିବ

 -ବାତ୍ୟା ପ୍ରଭାବରେ କାଲି ୭ ଜିଲ୍ଲାରେ ପ୍ରବଳ ବର୍ଷିବ


ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି

-ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଜିଲ୍ଲାକୁ ରେଡ୍‌ ଓ୍ୱାର୍ଣ୍ଣିଂ

-ମୟୂରଭଞ୍ଜ, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷିବ

-କିଛି ସ୍ଥାନରେ ୨୦ରୁ ୩୦ ସେଣ୍ଟିମିଟର ବର୍ଷା ହେବା ସମ୍ଭାବନା

-୬ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

-ଗଞ୍ଜାମ, କେନ୍ଦୁଝର, ଢ଼େଙ୍କାନାଳ, ଖୋର୍ଦ୍ଧାକୁ ଅରେଞ୍ଜ ୱାର୍ଣ୍ଣିଂ

-ପୁରୀ ଓ ନୟାଗଡ଼ ଜିଲ୍ଲାକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି


ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS