BREAKING
Loading...
:

ଉଚ୍ଚ_ଶିକ୍ଷାନୁଷ୍ଠାନ_କ୍ୟାମ୍ପସ୍‌ରେ_ପ୍ଲାଷ୍ଟିକ_ମନା

 *ଉଚ୍ଚ_ଶିକ୍ଷାନୁଷ୍ଠାନ_କ୍ୟାମ୍ପସ୍‌ରେ_ପ୍ଲାଷ୍ଟିକ_ମନା*

- ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍‌ରେ ଅଣବିଘଟନ ପ୍ଲାଷ୍ଟିକ ମନା*

*- ଛାତ୍ରଛାତ୍ରୀ କିଭଳି ପ୍ଲାଷ୍ଟିକ ବ୍ୟବହାର ନ କରିବେ ସଚେତନ କରାଯିବ*

*- କଲେଜ କ୍ୟାଣ୍ଟିନ୍, ହଷ୍ଟେଲକୁ ଏକକ ବ୍ୟବହାର ପ୍ଲାଷ୍ଟିକ ଆସିବନି*

*- ପ୍ଲାଷ୍ଟିକ ବୋତଲ ବଦଳରେ ଅନ୍ୟ ଧାତୁର ବୋତଲ ବ୍ୟବହାର ହେବ*

*- ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି*

*- ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, କଲେଜ ଅଧ୍ୟକ୍ଷଙ୍କୁ ଚିଠି

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS