-କଟକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଡିସିପିଙ୍କ ପ୍ରେସମିଟ୍
ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି
-୪ ତାରିଖରେ ବାଦାମବାଡ଼ି ଥାନାରେ ମାମଲା ରୁଜୁ ହୋଇଥିଲା
-୫ ତାରିଖରେ ୩ ଓ ୬ ତାରିଖରେ ଆଉ ୩ ଜଣଙ୍କୁ ଗିରଫ କରାଗଲା
-ଗିରଫଙ୍କ ମଧ୍ୟରେ ଜଣେ ନାବାଳକ ଥିବା ଡିସିପିଙ୍କ ସୂଚନା
-୬ ଜଣଙ୍କ ମୋବାଇଲ ସିଜ୍ ହୋଇଛି, ସମସ୍ତ ଭିଡିଓ ଯାଞ୍ଚ କରାଯିବ
-ଅଭିଯୁକ୍ତଙ୍କ ବିରୋଧରେ SC/ST ଆକ୍ଟ ଓ IT ଆକ୍ଟ ଲାଗିଛି
-SFSLକୁ ମୋବାଇଲ ପଠାଯିବ, ଖୁବଶୀଘ୍ର ଚାର୍ଜସିଟ ଦାଖଲ ହେବ
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق