BREAKING
Loading...
:

ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କ ପାଇଁ ମାସିକ ୩୦ ହଜାର ଟଙ୍କା ସମ୍ମାନ ସୂଚକ ସହାୟକ ରାଶି

 ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି



ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କ ପାଇଁ ମାସିକ ୩୦ ହଜାର ଟଙ୍କା ସମ୍ମାନ ସୂଚକ ସହାୟକ ରାଶି


ଭୁବନେଶ୍ୱର( ମଣିଭଦ୍ରା ଖବର)


ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର honorarium ପ୍ରଦାନ ପାଇଁ ମୁଖ୍ୟ ମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।


ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ।


ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।

Post a Comment

أحدث أقدم
Header ADS