BREAKING
Loading...
:

ଆପୋଷ ସାମଧାନ ଜରିଆରେ ବନ୍ଦ କରାଯାଇ ପାରିବନି ଯୌନ ଉତ୍ପୀଡ଼ନ ମାମଲା: ସୁପ୍ରିମକୋର୍ଟ

 ଆପୋଷ ସାମଧାନ ଜରିଆରେ ବନ୍ଦ କରାଯାଇ ପାରିବନି ଯୌନ ଉତ୍ପୀଡ଼ନ ମାମଲା: ସୁପ୍ରିମକୋର୍ଟ

ଅଭିଯୋଗକାରୀ ଓ ଅଭିଯୁକ୍ତଙ୍କ ମଧ୍ୟରେ ଆପୋଷ ସାମଧାନ ହୋଇଗଲେ, ଯୌନ ଉତ୍ପୀଡ଼ନ ମାମଲା ବନ୍ଦ କରାଯାଇପାରିବ ନାହିଁ। ଗୁରୁବାର ଏହି ଗୁରୁତ୍ଵପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ରାଜସ୍ଥାନ ହାଇକୋର୍ଟଙ୍କ ସେହି ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ବାତିଲ କରିଛନ୍ତି, ଯେଉଁଥିରେ ଜଣେ ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ଅଭିଯୁକ୍ତ ଶିକ୍ଷକଙ୍କୁ ମୁକ୍ତ କରାଯାଇଥିଲା ଏବଂ ତାଙ୍କ ବିରୋଧରେ ମାମଲା ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS