BREAKING
Loading...
:

ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା

 



ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା। ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଦିଆଯିବ। ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ଏବଂ ନିର୍ମିତ ହୋଇଥିବା କୋଠା କିଣିବା ଲାଗି ମଧ୍ୟ ଅଗ୍ରୀମ ଅର୍ଥ ମିଳିବ। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପତ୍ର କରାଯାଇଛି।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS