BREAKING
Loading...
:

୨୪ରୁ ପୁଣି ବର୍ଷା ସମ୍ଭାବନା

 *୨୪ରୁ ପୁଣି ବର୍ଷା ସମ୍ଭାବନା*

*-ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା*

*-ଏକ୍ସରେ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ*

*-ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପାଇଁ ବର୍ଷା ଆଶଙ୍କା*

*-ଦକ୍ଷିଣ ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଉତ୍ତର ଉପକୂଳରେ ବର୍ଷା ସମ୍ଭାବନା!.

ମାନସ କୁମାର ସାହୁ, କଟକ 

Post a Comment

أحدث أقدم
Header ADS