Home ଆସୁଛି ଲଘୁଚାପ ବର୍ଷା। Debi Prasad Dash December 18, 2024 0 *ଆସୁଛି ଲଘୁଚାପ ବର୍ଷା। ରାଜ୍ୟରେ ଆସନ୍ତା ୪ ଦିନ ବର୍ଷା ସମ୍ଭାବନା ରହିଛି। ୧୮ରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ଥିବା ବେଳେ ୧୯ ରୁ ୨୧ ଯାଏ ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ପୁର୍ବାନୁମାନ କରିଛି ପାଣିପାଗ ବିଭାଗ।ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment