ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ
ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିମାନ ବନ୍ଦର ଠାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ କଲେ ସ୍ବାଗତ ।
ଡ.ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment