Home ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ Debi Prasad Dash January 04, 2025 0 ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ । ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜ ସାହୁଙ୍କୁ ନିଯୁକ୍ତି । ଜଣେ ଓଡ଼ିଆ ଭାବରେ ସେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବରେ କାର୍ଯ୍ୟ କରିବେ । ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment