ଗଂଜାମ – ଗଜପତି ମାର୍ଲବା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ୨୦ଆହତ, ୪ଗୁରୁତର । ଘାଟି ଓହ୍ଲାଇଥିବା ବେଳେ ବସ୍ ଦୁର୍ଘଟଣାଗ୍ରସ୍ତ । ରାୟଗଡ଼ ମାର୍ଲବା ଘାଟିରେ ଘଟିଛି ଘଟଣା । ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି।
ଡ଼.ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق