*ସ୍ପଷ୍ଟଚିହ୍ନିତ_ହେଲା_ଲଘୁଚାପ_କ୍ଷେତ୍ର*
*-ସୃଷ୍ଟ ଲଘୁଚାପ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ*
*-ଦକ୍ଷିଣପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ*
*-ଆଗାମୀ ୨୪ ଘଣ୍ଟା ଯାଏଁ ନିଜର ତୀବ୍ରତା ବଜାୟ ରଖିବ*
*-ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ*
*-ପରବର୍ତ୍ତୀ ୨୪ ଘଣ୍ଟାରେ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗରେ ଯିବ*
*-କେନ୍ଦ୍ରୀୟ ବଙ୍ଗୋପସାଗରରେ ଧୀରେଧୀରେ ଦୁର୍ବଳ ହେବାର ସମ୍ଭାବନା ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment