*୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ....*
*- ୭ରୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ*
*- ୮ରେ ଦିଲ୍ଲୀ ନିବେଶକ ସମ୍ମିଳନୀରେ ଯୋଗ ଦେବେ*
*- ବଡ଼ ବଡ଼ ପୁଞ୍ଜିପତିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ*
*- ନାଫ୍ଟା କ୍ରାକର ପ୍ରକଳ୍ପ ପାଇଁ IOCL ସହ ହେବ MoU*
*- ୯ ତାରିଖରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ଓ ଟିମ୍*
*- ଗସ୍ତ ସମୟରେ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ବି ଭେଟିପାରନ୍ତି
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق