*ଏପ୍ରିଲ୍ ୧୬ ତାରିଖରୁ ଆରମ୍ଭ +୩ ନାମଲେଖା ପ୍ରକ୍ରିୟା*
ଭୁବନେଶ୍ଵର (ମଣିଭଦ୍ରା ଖବର) +୩ ନାମଲେଖାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଏପ୍ରିଲ୍ ୧୬ ଅର୍ଥାତ ବୁଧବାରଠାରୁ ଆରମ୍ଭ ହେବ +୩ ନାମଲେଖା ପ୍ରକ୍ରିୟା। କମନ୍ ଆପ୍ଲିକେସନ ଫର୍ମରେ ଛାତ୍ରଛାତ୍ରୀ କରିବେ ଆବେଦନ।
ସାମସ୍ ପୋର୍ଟାଲ ମାଧ୍ୟମରେ ଛାତ୍ରଛାତ୍ରୀ କରିବେ ଆବେଦନ। ଜୁଲାଇ ୧୦ ତାରିଖରୁ ପାଠପଢା ଆରମ୍ଭ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏପର୍ଯ୍ୟନ୍ତ +୨ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇନି, କିନ୍ତୁ ଏହା ପୂର୍ବରୁ +୩ ପଢିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀ ସାମସ୍ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment