*ମେ ୨ୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ
ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ.
*-ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ*
*-‘ଆଉ ଦୁଇ ଦିନ ମଧ୍ୟରେ ସରିବ ଖାତା ଦେଖା’*
*-‘AI ଏବଂ QR କୋର୍ଡ ଦ୍ବାରା ପରୀକ୍ଷା ପରିଚାଳନା ସଫଳ ହୋଇଛି’*
*-ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ନେଇ କିଛି ଅସୁବିଧା ହେବନି କହିଲେ*
*-‘ଗ୍ରେସ୍ ମାର୍କ ସମ୍ପର୍କରେ ପରିଚାଳନା କମିଟି ନିଷ୍ପତ୍ତି ନେବ’
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق