BREAKING
Loading...
:

ଆଜି ସନ୍ଧ୍ୟାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା.....*

 *ଆଜି ସନ୍ଧ୍ୟାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା.....*


ଭୁବନେଶ୍ୱର,୧୦ା୫: ରାଜ୍ୟରେ କିଛିଦିନ ଧରି ପ୍ରବଳ ଖରା ସାଙ୍ଗକୁ କେତେକ ଜିଲାରେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ତେବେ ଶନିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ୧୧ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ମିଳିଛି।

ଏହି ଜିଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲାରେ ଝଡ଼ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଥିବା ବେଳେ ସତର୍କ ସୂଚନା ଜାରି କରାଯାଇଛି।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS