ସମ୍ବଲପୁର ଗଂଗାଧର ମେହେର ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା
-ଶିକ୍ଷା ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଗୋପିକାନ୍ତ ସୁନା ଗିରଫ
-ଅଭିଯୋଗ ଆଧାରରେ ଅଧ୍ୟାପକଙ୍କୁ ଗିରଫ କଲା ମହିଳା ଥାନା
-ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ଅଭିଯୋଗ
-ଛାତ୍ରୀ ଜଣଙ୍କ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق