BREAKING
Loading...
:

ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

 ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ



ଖଣ୍ଡପଡ଼ା, ୨୨/୭(ନି ପ୍ର) ଖଣ୍ଡପଡ଼ାସ୍ଥିତ ପିଏମଶ୍ରୀ ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ଲିପ୍ସା ନନ୍ଦଙ୍କ ପୌରହିତ୍ୟରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅତିଥି ଭାବେ ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ଯୋଗଦେଇ ବିଭିନ୍ନ କିସମର  ଚାରା ରୋପଣ କରିଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୈଳାସ ଚନ୍ଦ୍ର କର, ଶିକ୍ଷୟତ୍ରୀ ଗୀତାଞ୍ଜଳି ଖଟୁଆ , ଖଣ୍ଡପଡ଼ା ଆଞ୍ଚଳିକ ସାମ୍ବାଦିକ ସଂଘ ର ସଭାପତି ବିନାୟକ ମିଶ୍ର , ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟରକ୍ରମକତାଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖଉପସ୍ଥିତିରେ ବିଭିନ୍ନକିସମରଚାରାବୃକ୍ଷରୋପଣକରାଯାଇଛି ।

ମଣିଭଦ୍ରା ଖବର, ଖଣ୍ଡପଡ଼ା ବ୍ଳକ 

Post a Comment

أحدث أقدم
Header ADS