*ଈପ୍ସିତା BCJD ସଭାପତି*
*ଚିନ୍ମୟ ଯୁବ ବିଜେଡି ସଭାପତି
*ଚିନ୍ମୟ ସାହୁ ବିଜୁ ଯୁବ ଜନତା ଦଳ (BYJD) ସଭାପତି ନିଯୁକ୍ତ*
*ଈପସିତା ସାହୁ ବିଜୁ ଛାତ୍ର ଜନତା ଦଳ (BCJD) ସଭାନେତ୍ରୀ ନିଯୁକ୍ତ*
*ନିଯୁକ୍ତି ପ୍ରଦାନ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ*
*ଯୁବ ଓ ଛାତ୍ର ସଂଗଠନର ଆଉ ୪ ଲେଖାଏଁ ବରିଷ୍ଠଙ୍କୁ ସା. ସମ୍ପାଦକ ଦାୟିତ୍ବ....
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment