*ବ୍ରହ୍ମପୁର ପୂର୍ବତନ ମେୟର ପିଣ୍ଟୁଙ୍କୁ ହତ୍ୟା ଧମକ ଦେଲେ ସୁପାରୀ କିଲର*
ବ୍ରହ୍ମପୁର ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ ପିଣ୍ଟୁଙ୍କୁ ହତ୍ୟା ଧମକ ଦେଇଛି ସୁପାରୀ କିଲର ଶିବରାମ ପାଳ।
ଶିବପାଳ ହ୍ବାଟସ୍ ଆପରେ କଲ୍ କରି ଧମକ ଦେଇଥିବା ନେଇ ଗୋଷାଣୀନୂଆଗାଁ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment