ସୁଭଦ୍ରା ସମୀକ୍ଷା ବୈଠକ ହେବ କହିଲେ ପ୍ରଭାତୀ ପରିଡ଼ା
-‘ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ହେବ ଆଲୋଚନା’
-'୩ ବିଭାଗକୁ ତଥ୍ୟ ମାଗିଛି ମହିଳା ଓ ଶିଶୁ କଲ୍ୟାଣ ବିଭାଗ'
-‘ପରିବହନ, ଖାଦ୍ୟ ଯୋଗାଣ ଓ ସ୍ୱାସ୍ଥ୍ୟ ବିଭାଗକୁ ତଥ୍ୟ ମଗାଯାଇଥିଲା’
-‘ବାଣିଜ୍ୟ ଓ ପରିବହନ ବିଭାଗକୁ ୪ ଚକିଆ ତଥ୍ୟ ମଗାଯାଇଥିଲା’
-‘ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ସ୍ୱାସ୍ଥ୍ୟ ବିଭାଗକୁ କୁହାଯାଇଛି’
-‘ଧାନ ବିକ୍ରି ତଥ୍ୟ ଖାଦ୍ୟ ଓ ଯୋଗାଣ ବିଭାଗକୁ ମଗାଯାଇଥିଲା’
-‘୩ ବିଭାଗ ରିପୋର୍ଟ ଆଧାରରେ ସୁଭଦ୍ରା
ବାଦ୍ ହିତାଧିକାରୀଙ୍କୁ ଯୋଡ଼ିବା ନେଇ ହୋଇପାରେ ନିଷ୍ପତ୍ତି
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment