*ବ୍ରହ୍ମପୁର–ସୁରଟ ମଧ୍ୟରେ ଚାଲିବ “ଅମୃତ ଭାରତ ଏକ୍ସପ୍ରେସ”: ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ*
*ଓଡିଶାର ବ୍ରହ୍ମପୁରରୁ ଗୁଜରାଟର ସୁରଟ (ଉଧନା) ସହିତ ସଂଯୋଗ କରୁଥିବା "ଅମୃତ ଭାରତ ଏକ୍ସପ୍ରେସ"କୁ ୨୭ ସେପ୍ଟେମ୍ବର ୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment