BREAKING
Loading...
:

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ

 



ପୁରୀ: ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ

ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ସକାଳ ୧୦ଟା ୫୫ରୁ ଆରମ୍ଭ ହୋଇଥିଲା ସ୍ଥାନାନ୍ତର

ଅପରାହ୍ନ ୨ଟା ୫୫ରେ ସରିଲା ସ୍ଥାନାନ୍ତର କାର୍ଯ୍ୟ

୬ଟି ଆଲମିରା ଓ ୬ଟି ପ୍ୟାକେଟ୍‌ରେ ବନ୍ଦ ଅବସ୍ଥାରେ ସ୍ଥାନାନ୍ତରିତ

ଭିତର ରତ୍ନଭଣ୍ଡାରକୁ ରତ୍ନ ସ୍ଥାନାନ୍ତର ପରେ ୨ଟି ଚାବି ପଡ଼ିଛି

ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଚାବି ପଡ଼ିଛି, ଟ୍ରେଜେରୀକୁ ହସ୍ତାନ୍ତର ହେବ

ରାଜ୍ୟ ସରକାରଙ୍କ SOP ଅନୁସାରେ ସ୍ଥାନାନ୍ତର କରାଯାଇଛି

SOP ଅନୁସାରେ ମଧ୍ୟ ସବୁ କିଛି ଭିଡିଓଗ୍ରାଫି କରାଯାଇଛି

ଗଣତି ମଣତି କେବେ ହେବ ରାଜ୍ୟ ସରକାର ସ୍ଥିର କରିବେ

୧୯୭୮ ମସିହାର ତାଲିକା ସହ ମେଳ କରାଯିବ

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS