କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ମହାକାଳପଡ଼ା ତହସିଲଦାର
ମହାକାଳପଡ଼ା ତହସିଲଦାର ଶିବ ପ୍ରସାଦ ମଲ୍ଲିକଙ୍କୁ ଧରିଲା ଭିଜିଲାନ୍ସ
୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ
ସରକାରୀ ଜମି ଜବରଦଖଲ ଉଚ୍ଛେଦ ଅର୍ଡର ପାଇଁ ଲାଞ୍ଚ ନେଉଥିଲେ
ତହସିଲଦାରଙ୍କ ଘର ସମେତ ୪ଟି ସ୍ଥାନରେ ଚାଲିଛି ରେଡ୍
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment