BREAKING
Loading...
:

ବାଙ୍କୀ ଉପଜିଲ୍ଲାପାଳଙ୍କ ସରକାରୀ ନାଲିବତୀ ଗାଡ଼ି ଡ୍ରାଇଭରଙ୍କ ଦବଙ୍ଗଗିରି




 -ବାଙ୍କୀ ଉପଜିଲ୍ଲାପାଳଙ୍କ ସରକାରୀ ନାଲିବତୀ ଗାଡ଼ି ଡ୍ରାଇଭରଙ୍କ ଦବଙ୍ଗଗିରି

-ଉପଜିଲ୍ଲାପାଳଙ୍କ ଗାଡ଼ି ନେଇ ରାତିରେ ବାଲି ଟ୍ରକ୍‌ରୁ ଚାନ୍ଦା ଆଦାୟ ଅଭିଯୋଗ

-ହାତରେ ପାଇପ୍‌ ଧରି ଧମକାଇବା ସହ କାଗଜପତ୍ର ମାଗି ଚାନ୍ଦା ଆଦାୟ

-ଉପଜିଲ୍ଲାପାଳ ସରକାରୀ କାର୍ଯ୍ୟରେ ବ୍ୟସ୍ତ ବେଳେ ଏପରି କରିଥିବା ସୂଚନା

-ଘଟଣା ପରେ ଅଭିଯୁକ୍ତ ଡ୍ରାଇଭରକୁ ବିଦା କରାଯାଇଛି କହିଲେ ଉପଜିଲ୍ଲାପାଳ

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS