ଗୋଟିଏ_ନୁହେଁ_୩ଟି_ଲଘୁଚାପ !
-ଗୋଟିଏ ନୁହେଁ ଲଗାତର ୩ଟି ଲଘୁଚାପ ନେଇ ଆକଳନ
-ପାଣିପାଗ ବିଜ୍ଞାନୀ ଶରତ ସାହୁଙ୍କ ଆକଳନ
-‘ଗୋଟିଏ ସୃଷ୍ଟି ହୋଇଛି, ୨୬ ବେଳକୁ ଦ୍ବିତୀୟ, ୨୯ ବେଳକୁ ୩ୟ ଲଘୁଚାପ’
-‘ବର୍ତ୍ତମାନ ସୃଷ୍ଟି ହୋଇଥିବା ଲଘୁଚାପ ବେଶୀ ଘନୀଭୂତ ହୋଇ ନ ପାରେ’
-‘ତଥାପି ଦକ୍ଷିଣ ଓଡ଼ିଶା ଜିଲ୍ଲାମାନଙ୍କରେ ଅଧିକ ବର୍ଷା ହୋଇପାରେ’
-‘୨୬/୨୭ ବେଳକୁ ଯେଉଁ ସିଷ୍ଟମ ସୃଷ୍ଟି ହେବ ଅଧିକ ଘନୀଭୂତ ସମ୍ଭାବନା’
-‘ପ୍ରଥମଟିର ବେଶୀ ପ୍ରଭାବ ନ ପଡ଼ିପାରେ, ଦ୍ବିତୀୟର ପ୍ରଭାବ ବେଶୀ ରହିବ’
-ମାତ୍ର ୩ଟି ଲଘୁଚାପ ନେଇ IMD ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق