BREAKING
Loading...
:

ରାଜ୍ୟରେ IAS ସ୍ତରରେ ବଡ଼ ଧରଣର ଅଦଳବଦଳ

 



*ରାଜ୍ୟରେ IAS ସ୍ତରରେ ବଡ଼ ଧରଣର ଅଦଳବଦଳ*

*ଏନ୍‌. ଥିରୁମାଲା ନାଏକ ହେଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ*

*ମାନସୀ ନିମ୍ଭାଲ ଉଠା ଜଳସେଚନ ନିଗମ ଏମ୍‌ଡି ନିଯୁକ୍ତ*

*ସୁରେନ୍ଦ୍ର କୁମାର ମୀନା ହେଲେ ST/SC ବିକାଶ ବିଭାଗର ଅତିରିକ୍ତ ସଚିବ*

*ଶୁଭଶ୍ରୀ ନନ୍ଦ ଯୋଜନା ଓ ସଂଯୋଜନା ବିଭାଗର ଅତିରିକ୍ତ ସଚିବ*

*ବିଏମ୍‌ସି କମିଶନର ଚଞ୍ଚଲ ରାଣାଙ୍କୁ ଅତିରିକ୍ତ ଦାୟିତ୍ବ*

*ଚଞ୍ଚଲ ରାଣାଙ୍କୁ ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍‌ର ଏମ୍‌ଡି ନିଯୁକ୍ତ*

*ଗିରିଶ ଏସ୍‌.ଏନ୍‌ଙ୍କୁ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ବ*

*ପ୍ରେମଜିତ୍ ନାୟକ ହେଲେ ST ବିଭାଗର ନିର୍ଦ୍ଦେଶକ ନିଯୁକ୍ତ*

*ଦୀପଙ୍କର ମହାପାତ୍ର ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ନିଯୁକ୍ତ*

*ପ୍ରଣତି ଛୋଟରାୟ ହେଲେ ଗୃହ ବିଭାଗର ଅତିରିକ୍ତ ସଚିବ*

*ନିବେଦିତା ପୃଷ୍ଟି ବୟନିକାର ଏମ୍‌ଡି ନିଯୁକ୍ତ*

*ମଧୁସ୍ମିତା ସାମଲ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ନିଯୁକ୍ତ*

*ସଞ୍ଜୟ ବିଶ୍ବାଳଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ*

*ବରିଷ୍ଠ OAS କାହ୍ନୁଚରଣ ଧୀର ହେଲେ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ*

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS