ଦିଲ୍ଲୀ_ବ୍ଲାଷ୍ଟ୍: ସାମ୍ନାକୁ_ଆସିଲା_ସନ୍ଦିଗ୍ଧର_ଫଟୋ
ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା ସନ୍ଦିଗ୍ଧ ଯୁବକର ଫଟୋ
i20 କାର୍ରେ ବସିଥିବା ବେଳେ ସନ୍ଦିଗ୍ଧ ଯୁବକର ଫଟୋ ସାମ୍ନାକୁ ଆସିଲା
ସନ୍ଦିଗ୍ଧ କଳାରଙ୍ଗର ଟି-ସାର୍ଟ ପିନ୍ଧିଥିବା ସିସିଟିଭିରେ ଦେଖାଯାଉଛି
ବିସ୍ଫୋରଣର ୩ ଘଣ୍ଟା ପୂର୍ବରୁ ଲାଲ୍କିଲ୍ଲା ନିକଟରେ ପାର୍କିଂ ହୋଇଥିଲା
ଅପରାହ୍ନ ୩ଟା ୧୯ରେ ପାର୍କିଂ ହେଲା କାର୍, ୬ଟା ୪୮ରେ ବାହାରିଥିଲା
ସଂଧ୍ୟା ୬ଟା ୫୨ ମିନିଟ୍ରେ ଲାଲ୍କିଲ୍ଲା ନିକଟରେ ବିସ୍ଫୋରଣ ଘଟିଥିଲା
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق