*ଆଇନଜୀବୀ ପୀତବାସ ହତ୍ୟା ମାମଲାର ଆଉ ୪ ଅଭିଯୁକ୍ତକୁ ରିମାଣ୍ଡରେ ନେଲା ପୁଲିସ*
*-ମୋଟ ୬ଜଣଙ୍କୁ ରିମାଣ୍ଡରେ ନେଇଛି ପୁଲିସ*
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ କୁରୁପତି ଭୂୟାଁ ଓ ଉମା ବିଷୋୟୀକୁ ପୁଲିସ ୨ଦିନିଆ ରିମାଣ୍ଡରେ ନେଇ ଜେରା କରୁଥିବା ବେଳେ ଅଭିଯୁକ୍ତ କର୍ପୋରେଟର ମଳୟ ବିଷୋୟୀ, ମଦନ ଦଳାଇ, ଚିଣ୍ଟୁ ପ୍ରଧାନ ଓ ଯୋଗୀ ରାଉତକୁ ପୁଲିସ ରିମାଣ୍ଡରେ ନେଇଛି । ବର୍ତ୍ତମାନ ପୁଲିସ ଏହି ହତ୍ୟା ମାମଲାରେ ମୋଟ ୬ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇଛି । ଏବେ ପୁଲିସ ସେମାନଙ୍କୁ ଜେରା କରୁଛି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment