BREAKING
Loading...
:

କନ୍ୟା ବିବାହ ପାଇଁ ମିଳିବ ୫୧ ହଜାର ! ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍‌ଲାଇନ୍.*

 



*କନ୍ୟା ବିବାହ ପାଇଁ ମିଳିବ ୫୧ ହଜାର !  ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍‌ଲାଇନ୍.*

*ସବୁ ଜିଲ୍ଲାପାଳଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ଚିଠି*

*ଝିଅ ବୟସ ୧୮ରୁ ୩୫ ବର୍ଷ, ପୁଅ ବୟସ ୨୧ରୁ ୩୫ ବର୍ଷ ହୋଇଥିବ*

*ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର ଟଙ୍କାର ସହାୟତା ରାଶି*

*ଡିବିଟି ମାଧ୍ୟମରେ ସିଧା ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା.*

*ବିବାହ ଉପହାର ୧୦ ହଜାର, ଆୟୋଜନ ପାଇଁ ସଂସ୍ଥାକୁ ମିଳିବ ୬ ହଜାର ଟଙ୍କା*

*ବିଧବା, ଦିବ୍ୟାଙ୍ଗ, SC/ST, ଆର୍ଥିକ ଅନଗ୍ରସରଙ୍କୁ ମିଳିବ ସହାୟତା..

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS