BREAKING
Loading...
:

ରାଜ୍ୟରେ ସ୍କୁଲ୍‌ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା

 



ରାଜ୍ୟରେ ସ୍କୁଲ୍‌ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା

ମୁଖ୍ୟମନ୍ତ୍ରୀ ବସ୍‌ ସେବା ଯୋଜନାରେ ପିଲାଙ୍କୁ ମିଳିବ ମାଗଣା ବସ୍‌ ସେବା

ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ମାଗଣା ବସ୍‌ ସେବା ନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଡ୍ରପ୍‌ ଆଉଟ୍‌ ହ୍ରାସ କରିବାକୁ ଆରମ୍ଭ ହେବ ମାଗଣା ବସ୍‌ ସେବା

ଉଭୟ ଏସି ଓ ନନ୍‌ ଏସି ବସ୍‌ରେ ଲାଗୁ ହେବ ଏହି ସେବା

ବସ୍‌ରେ ଯାତ୍ରା ବେଳେ ୟୁନିଫର୍ମରେ ରହିବା ସହ ଆଇକାର୍ଡ ପକାଇବେ ଛାତ୍ରଛାତ୍ରୀ

ବର୍ତ୍ତମାନର ବସ୍‌ ରୁଟ୍ ଓ ଟାଇମିଂରେ ସଂଶୋଧନ କରିବ OSRTC

ସଂଶୋଧିତ ରୁଟ୍‌ରେ ସର୍ବାଧିକ ସ୍କୁଲ ଥିବା ରାସ୍ତାକୁ ସାମିଲ୍ କରାଯିବ

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS