ରାଜ୍ୟରେ ସ୍କୁଲ୍ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା
ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନାରେ ପିଲାଙ୍କୁ ମିଳିବ ମାଗଣା ବସ୍ ସେବା
ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ
ମାଗଣା ବସ୍ ସେବା ନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
ଡ୍ରପ୍ ଆଉଟ୍ ହ୍ରାସ କରିବାକୁ ଆରମ୍ଭ ହେବ ମାଗଣା ବସ୍ ସେବା
ଉଭୟ ଏସି ଓ ନନ୍ ଏସି ବସ୍ରେ ଲାଗୁ ହେବ ଏହି ସେବା
ବସ୍ରେ ଯାତ୍ରା ବେଳେ ୟୁନିଫର୍ମରେ ରହିବା ସହ ଆଇକାର୍ଡ ପକାଇବେ ଛାତ୍ରଛାତ୍ରୀ
ବର୍ତ୍ତମାନର ବସ୍ ରୁଟ୍ ଓ ଟାଇମିଂରେ ସଂଶୋଧନ କରିବ OSRTC
ସଂଶୋଧିତ ରୁଟ୍ରେ ସର୍ବାଧିକ ସ୍କୁଲ ଥିବା ରାସ୍ତାକୁ ସାମିଲ୍ କରାଯିବ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق