ଭୁବନେଶ୍ବର: କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ୍
-ହଠାତ୍ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ
-ଏହାପରେ ବସ୍ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଗଲା
-ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ
-ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق