ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ୍-
ପୁରୀ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ୍*
ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ*
ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ପ୍ରସଙ୍ଗରେ ଅଡୁଆରେ* ଜିଲ୍ଲାପାଳ
ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହୋଇନଥିବା ଅଭିଯୋଗରେ ଜବାବ ତଲବ*
୩ ସପ୍ତାହ ମଧ୍ୟରେ ଜବାବ ଦଖଲ ପାଇଁ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ*
୧୯୮୭ ମସିହାରେ ଅଭୟାରଣ୍ୟ ପାଇଁ ଜାରି ହୋଇଥିଲା ବିଜ୍ଞପ୍ତି*
ବିଜ୍ଞପ୍ତିର ୩୯ ବର୍ଷ ପରେ ଵି ହୋଇନାହିଁ ଜମି ଅଧିଗ୍ରହଣ
ଜମି ମାଲିକଙ୍କୁ କ୍ଷତିପୂରଣ ଦିଆଯାଇନି କି ଜମି ଛାଡ଼ ହୋଇନି*
୨୦୨୪ ଡିସେମ୍ବର ସୁଦ୍ଧା ଚୂଡ଼ାନ୍ତ ନିଷ୍ପତି ନେବାକୁ କୋର୍ଟ ମହଲତ ଦେଇଥିଲେ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment