BREAKING
Loading...
:

ବିମାନ ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ; କ୍ରାସ୍ ପରେ ଜଳିଗଲା ପୂରା ବିମାନ

 ବିମାନ ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ; କ୍ରାସ୍ ପରେ ଜଳିଗଲା ପୂରା ବିମାନ



 ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପଓ୍ବାରଙ୍କ ବିମାନ ଦୁର୍ଘଟଣାରେ ଦେହାନ୍ତ ହୋଇଛି । ବାରାମତି ଜିଲ୍ଲା ପରିଷଦ ନିର୍ବାଚନ ପ୍ରଚାର ପାଇଁ ଚାଟାର୍ଡ ପ୍ଲେନରେ ଯାଉଥିଲେ ଅଜିତ୍ । ଅବତରଣ ବେଳେ ବିମାନ ଖସିପଡ଼ି ସେଥିରେ ନିଆଁ ଲାଗିଯାଇଥିଲା । ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଥିବା ଡିଜିସିଏ ସୂଚନା ଦେଇଛି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS