PUCC ନ ଥିଲେ ପେଟ୍ରୋଲ ମନା ନିର୍ଦ୍ଦେଶ ପ୍ରତ୍ୟାହୃତ
-PUCC ନ ଥିଲେ ପେଟ୍ରୋଲ୍ ମିଳିବନି ନିର୍ଦ୍ଦେଶ ପ୍ରତ୍ୟାହୃତ
-ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ସରକାର
-ପେଟ୍ରୋଲ ପମ୍ପ୍ଗୁଡ଼ିକ କେବଳ PUCC ପାଇଁ କହିପାରିବେ
-ସମସ୍ତ ଚାଲାଣ ଭରିବାକୁ ବାଧ୍ୟ କରିପାରିବେ ନାହିଁ ସରକାର
-ଏନେଇ ବାହାନ ପୋର୍ଟାଲରେ ସଂଶୋଧନ ପାଇଁ ନିର୍ଦ୍ଦେଶ
-ପୋର୍ଟାଲରେ ସଂଶୋଧନ ନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment