BREAKING
Loading...
:

ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ...

 *ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ...*



*-ରାଜ୍ୟର ବିଭିନ୍ନ ସହର ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ*

*-ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ନିର୍ଦ୍ଦେଶନାମା*

*-ସମସ୍ତ ଜିଲ୍ଲାପାଳ, ଏସ୍‌ପି ଓ ପୌର କମିଶନରଙ୍କୁ ସ୍ୱତନ୍ତ୍ର ଚିଠି*

*-ଟ୍ରାଫିକ୍‌ ଛକ, ବସ୍‌ଷ୍ଟାଣ୍ଡ ଓ ସର୍ବସାଧାରଣ ସ୍ଥାନରେ ଶିଶୁ ଭିକ୍ଷାବୃତ୍ତି ବନ୍ଦ*

*-ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗଠନ ହେବ 'ଜିଲ୍ଲା ଟାସ୍କ ଫୋର୍ସ'*

*-ଭିକ୍ଷାବୃତ୍ତିରେ ନିୟୋଜିତ ଶିଶୁଙ୍କୁ ଉଦ୍ଧାର ପରେ ଥଇଥାନ କରାଯିବ*

*-ଶିଶୁ ମଙ୍ଗଳ କମିଟିରେ ହାଜର ପରେ ଶିଶୁ ଯତ୍ନ କେନ୍ଦ୍ରରେ ରଖାଯିବ*

*-ମାଗଣା ଶିକ୍ଷା, ସ୍ୱାସ୍ଥ୍ୟସେବା ଏବଂ କାଉନସେଲିଂ ପ୍ରଦାନ କରାଯିବ*

*-ଭିକ୍ଷାବୃତ୍ତିରେ ନିୟୋଜନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ*


ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS