BREAKING
Loading...
:

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ*

 



*ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ*

କେନ୍ଦ୍ରାପଡ଼ା: ଛତା ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍,

ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ପୈତୃକ ଘର ଓ ଅଫିସ୍‌ରେ ଚଢ଼ାଉ,

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ,

ଡ଼ ପ୍ରଦୀପ୍ତ କୁମାର ମିଶ୍ର ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS