*ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ*
କେନ୍ଦ୍ରାପଡ଼ା: ଛତା ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍,
ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ପୈତୃକ ଘର ଓ ଅଫିସ୍ରେ ଚଢ଼ାଉ,
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ,
ଡ଼ ପ୍ରଦୀପ୍ତ କୁମାର ମିଶ୍ର ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق