*ନେତାନ୍ୟାହୁଙ୍କ ସହ କଥାହେଲେ ମୋଦି*--
*ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ସହ କଥା ହେଲେ ମୋଦି*,
*ଟେଲିଫୋନ୍ରେ ନେତାନ୍ୟାହୁଙ୍କ ସହ କଥା ହୋଇ ଉଦବେଗ ପ୍ରକାଶ କଲେ*,
*ସାଂପ୍ରତିକ ସ୍ଥିତିରେ ସାଧାରଣ ନାଗରିକଙ୍କ ସୁରକ୍ଷା ସବୁଠୁ ବଡ଼ ପ୍ରାଥମିକତା କହିଲେ*,
*ଏଥିସହ ୟୁଏଇ ରାଷ୍ଟ୍ରପତିଙ୍କ ସହ ମଧ୍ୟ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି*,
*ୟୁଏଇ ଉପରେ ଆକ୍ରମଣକୁ କଡ଼ା ନିନ୍ଦା ସହ ମୃତକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ*#
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق