*୮ ତାରିଖ ଯାଏଁ ବର୍ଷା ! *
୮ ତାରିଖ ଯାଏଁ ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି,
ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ କାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ,
ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ୍,
ମାଲକାନଗିରି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିରକୁ ୱାର୍ଣ୍ଣିଂ!
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment