BREAKING
Loading...
:

ପ୍ଲଟ ବ୍ୟବସାୟୀ ସୁଧୀର ହତ୍ୟା ଘଟଣା ,ପୁତୁରା ଓ ଝିଆରୀଙ୍କ ସମେତ ୮ ଗିରଫ*

 *ପ୍ଲଟ ବ୍ୟବସାୟୀ ସୁଧୀର ହତ୍ୟା ଘଟଣା ,ପୁତୁରା ଓ ଝିଆରୀଙ୍କ ସମେତ ୮ ଗିରଫ*



ବୃଦ୍ଧି ପାଇବ ଗିରଫ ସଂଖ୍ୟା*


ବ୍ରହ୍ମପୁର;ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ଘଟଣାରେ ସୁଧୀରଙ୍କ ସମ୍ପର୍କୀୟ ତଥା ସତ୍ୟନାରାୟଣପୁର ଗ୍ରାମର ତୁଷାର କୁମାର ପାତ୍ର ଓ ତୁଷାରଙ୍କ ଭଉଣୀ ନିବେଦିତା ପାତ୍ର,ଆଶିଷ ମହାପାତ୍ର, ଗୋଳାବନ୍ଧର ନାରାୟଣ ପ୍ରଧାନ

, ଗାଙ୍ଗପୁର ଥାନା କାଳିଆଗୁଡ଼ ଅଞ୍ଚଳର କାଳୁ ଚରଣ ପ୍ରଧାନ, ହିଂଜିଲିଥାନା ଅଞ୍ଚଳର ଶୁଭମ ନାୟକ, ଶୁଭମ ଗୌଡ଼ ଓ ଜିତୁନ୍ ପଳେଇ ଆଦି ୮ଜଣଙ୍କୁ ପୁଲିସ ଗିରଫ କରିଥିବା ବେଳେ ଏକାଧିକକୁ ଜେରା କରୁଥିବା ଜଣାପଡିଛି । ଗିରଫ ସଂଖ୍ୟା ଆହୁରି ବୃଦ୍ଧି ହେବ ବୋଲି ଜଣାପଡିଛି ।  ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୁଲିସ ପକ୍ଷରୁ ସୂଚନା ମିଳିଛି । ପୁଲିସ ପ୍ରାୟ ୧୯ଜଣଙ୍କୁ ଜେରା କରିଥିବା ବେଳେ କେତେ ଜଣ ଗିରଫ ହେବେ ତାହା ପୁଲିସର ସାମ୍ବାଦିକ ସମ୍ମିଳନୀ ପରେ ହିଁ ସ୍ପଷ୍ଟ ହେବ ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS