BREAKING
Loading...
:

ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ଟଙ୍କା।

 *ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ଟଙ୍କା। ୩ୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା। ୬୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା ଟଙ୍କା।* 



*ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ବଣ୍ଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆହୁରି ଲକ୍ଷେରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ବଣ୍ଟନ ପାଇଁ ବିଚାର ଚାଲିଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS