ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ । ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ।
-ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ
-ଚଳିତ ବର୍ଷ ପାସ୍ ହାର ୯୫.୩୩ ପ୍ରତିଶତ
-୫ ଲକ୍ଷ ୧୯ ହଜାର ୨୫୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
-A1ରେ ୨୪୫୬ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
-A2ରେ ୧୫,୬୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
-B1ରେ ୪୩,୫୬୫ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
-B2ରେ ୮୬,୧୦୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
-Cରେ ୧,୨୯,୮୦୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
-Dରେ ୧,୪୬,୧୫୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
-Eରେ ୯୫,୪୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment